Online Bible

- Reklamy -




ଯାତ୍ରା ପୁସ୍ତକ 23:23 - ପବିତ୍ର ବାଇବଲ

23 ପରମେଶ୍ୱର କହିଲେ, “ଆମ୍ଭର ଦୂତ ତୁମ୍ଭକୁ କ୍ଷେତ୍ର ମଧ୍ୟଦେଇ ଆଗେଇ ନେବେ। ସେ ତୁମ୍ଭମାନଙ୍କୁ ଇମୋରୀୟ, ହିତ୍ତୀୟ, ପିରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ। ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ କିଣାନୀୟ ଓ ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।

Viz kapitola kopírovat

ଓଡିଆ ବାଇବେଲ

23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।

Viz kapitola kopírovat




ଯାତ୍ରା ପୁସ୍ତକ 23:23

Následuj nás:

Reklamy


Reklamy