ଯାତ୍ରା ପୁସ୍ତକ 23:24 - ପବିତ୍ର ବାଇବଲ24 “ତୁମ୍ଭେମାନେ ସେମାନଙ୍କ ଦେବତାଗଣଙ୍କୁ ପୂଜା କରିବ ନାହିଁ। ସେମାନଙ୍କ ସମ୍ମୁଖରେ ପ୍ରଣାମ କରିବ ନାହିଁ, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ। ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ। ସେମାନଙ୍କର ସ୍ତମ୍ଭସବୁ ଭାଙ୍ଗି ପକାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ। Viz kapitolaଓଡିଆ ବାଇବେଲ24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ। Viz kapitola |