ଯାତ୍ରା ପୁସ୍ତକ 23:25 - ପବିତ୍ର ବାଇବଲ25 ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସେବା କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ରୋଗ ଦୂର କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା,। Viz kapitolaଓଡିଆ ବାଇବେଲ25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା। Viz kapitola |