Online Bible

- Reklamy -




ଯାତ୍ରା ପୁସ୍ତକ 23:5 - ପବିତ୍ର ବାଇବଲ

5 “ତୁମ୍ଭେ ଆପଣା ଶତ୍ରୁର ଗଧକୁ ଭାରତଳେ ପଡ଼ିଥିବାର ଦେଖିବ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ। ତୁମ୍ଭେ ଅବଶ୍ୟ ତା’ ସଙ୍ଗରେ ତାକୁ ମୁକ୍ତ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ଆପଣା ବୈରୀର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖିଲେ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।

Viz kapitola kopírovat

ଓଡିଆ ବାଇବେଲ

5 ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।

Viz kapitola kopírovat




ଯାତ୍ରା ପୁସ୍ତକ 23:5

Následuj nás:

Reklamy


Reklamy