ଯାତ୍ରା ପୁସ୍ତକ 23:8 - ପବିତ୍ର ବାଇବଲ8 “ଯଦି କୌଣସି ଲୋକ ତା'ର ଭୁଲ୍ ପାଇଁ, ତାହା ସହ ଏକମତ ହେବା ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତେବେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଗ୍ଭରକ ସତ୍ୟତା ଦେଖି ପାରେ ନାହିଁ। ଏବଂ ଲାଞ୍ଚ ମଧ୍ୟ ଏକ ଉତ୍ତମ ଲୋକର ବ୍ୟବହାର ବଦଳାଇ ଦେଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Viz kapitolaଓଡିଆ ବାଇବେଲ8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ। Viz kapitola |