ଯାତ୍ରା ପୁସ୍ତକ 23:9 - ପବିତ୍ର ବାଇବଲ9 “ତୁମ୍ଭେ କେବେବି ବିଦେଶୀମାନଙ୍କ ପାଇଁ ଅନ୍ୟାୟ କର ନାହିଁ। ମନେରଖ, ଏକ ସମୟରେ ତୁମ୍ଭେମାନେ ମଧ୍ୟ ବିଦେଶୀ ଥିଲ ଯେତେବେଳେ ତୁମ୍ଭେମାନେ ମିଶରରେ ବାସ କରୁଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ବିଦେଶୀ ପ୍ରତି ଉପଦ୍ରବ କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaଓଡିଆ ବାଇବେଲ9 ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। Viz kapitola |