ଯାତ୍ରା ପୁସ୍ତକ 24:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର। Viz kapitola |