ଯାତ୍ରା ପୁସ୍ତକ 24:16 - ପବିତ୍ର ବାଇବଲ16 ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। Viz kapitolaଓଡିଆ ବାଇବେଲ16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। Viz kapitola |