ଯାତ୍ରା ପୁସ୍ତକ 25:11 - ପବିତ୍ର ବାଇବଲ11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା'ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି ତହିଁ ଉପର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ। Viz kapitolaଓଡିଆ ବାଇବେଲ11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। Viz kapitola |