ଯାତ୍ରା ପୁସ୍ତକ 25:20 - ପବିତ୍ର ବାଇବଲ20 ସେହି ଦୂତମାନେ ନିୟମ-ସିନ୍ଦୁକକୁ ସେମାନଙ୍କର ଡେଣା ଦ୍ୱାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡ଼କୁ ଉଠେ। ଆଚ୍ଛାଦକ ଆଡ଼କୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ଵକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ। Viz kapitolaଓଡିଆ ବାଇବେଲ20 ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଉର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ। Viz kapitola |