ଯାତ୍ରା ପୁସ୍ତକ 25:24 - ପବିତ୍ର ବାଇବଲ24 ଏହି ମେଜକୁ ଖାଣ୍ଟି ସୁବର୍ଣ୍ଣରେ ଆଚ୍ଛାଦନ କର ଏବଂ ତା'ର ଚତୁର୍ଦ୍ଦିଗରେ ଏକ ସୁବର୍ଣ୍ଣର ଛାଞ୍ଚ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ନିର୍ମଳ ସ୍ଵର୍ଣ୍ଣରେ ତାହା ମଡ଼ାଇବ, ପୁଣି ତହିଁର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ। Viz kapitolaଓଡିଆ ବାଇବେଲ24 ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। Viz kapitola |