Online Bible

- Reklamy -




ଯାତ୍ରା ପୁସ୍ତକ 25:31 - ପବିତ୍ର ବାଇବଲ

31 “ଏହା ପରେ ତୁମ୍ଭେମାନେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁବର୍ଣ୍ଣରେ ପିଟା କର୍ମରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

Viz kapitola kopírovat

ଓଡିଆ ବାଇବେଲ

31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟା କର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

Viz kapitola kopírovat




ଯାତ୍ରା ପୁସ୍ତକ 25:31

Následuj nás:

Reklamy


Reklamy