ଯାତ୍ରା ପୁସ୍ତକ 25:32 - ପବିତ୍ର ବାଇବଲ32 “ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହେବ। ଏହାର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା ବାହାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଅର୍ଥାତ୍, ତହିଁର ଏକ ପାର୍ଶ୍ଵରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ଵରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ଵରୁ ଛଅ ଶାଖା ନିର୍ଗତ ହେବ। Viz kapitolaଓଡିଆ ବାଇବେଲ32 ଅର୍ଥାତ୍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଅର୍ଥାତ୍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ। Viz kapitola |