ଯାତ୍ରା ପୁସ୍ତକ 25:33 - ପବିତ୍ର ବାଇବଲ33 ପ୍ରତି ଶାଖାରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡ଼ିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ; ହେବ। Viz kapitolaଓଡିଆ ବାଇବେଲ33 ତହିଁର ଏକ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ। Viz kapitola |