ଯାତ୍ରା ପୁସ୍ତକ 25:36 - ପବିତ୍ର ବାଇବଲ36 ସେ ଦୀପଶାଖାଟି ସମ୍ପୂର୍ଣ୍ଣଭାବେ ଶୁଦ୍ଧ ସୁବର୍ଣ୍ଣରେ ନିର୍ମିତ ହେବ। ଏହି ସମସ୍ତ ସୁବର୍ଣ୍ଣ କାର୍ଯ୍ୟ ପିଟା ସୁବର୍ଣ୍ଣରେ ହେବ। ଏବଂ ଏହା ଯୋଡ଼ାଯାଇ ଗୋଟିଏ ଖଣ୍ଡ କରା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, କଳିକା ଓ ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ଵର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ। Viz kapitolaଓଡିଆ ବାଇବେଲ36 ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ। Viz kapitola |