ଯାତ୍ରା ପୁସ୍ତକ 25:9 - ପବିତ୍ର ବାଇବଲ9 ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା ସେହି ଅନୁସାରେ ତୁମ୍ଭେମାନେ ସବୁ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ। Viz kapitolaଓଡିଆ ବାଇବେଲ9 ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ। Viz kapitola |