Online Bible

- Reklamy -




ଯାତ୍ରା ପୁସ୍ତକ 26:10 - ପବିତ୍ର ବାଇବଲ

10 ଯୋଡ଼ ସ୍ଥାନରେ ପ୍ରଥମ ଅନ୍ୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଦ୍ୱିତୀୟ କପଡ଼ା ବିଭାଗର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କରିବ।

Viz kapitola kopírovat

ଓଡିଆ ବାଇବେଲ

10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।

Viz kapitola kopírovat




ଯାତ୍ରା ପୁସ୍ତକ 26:10

Následuj nás:

Reklamy


Reklamy