ଯାତ୍ରା ପୁସ୍ତକ 26:19 - ପବିତ୍ର ବାଇବଲ19 ସେହି କୋଡ଼ିଏ ତକ୍ତା ତଳେ ରଖିବା ପାଇଁ ଗ୍ଭଳିଶ୍ ରୂପାର ଆଧାର କର। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ। Viz kapitolaଓଡିଆ ବାଇବେଲ19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ। Viz kapitola |