ଯାତ୍ରା ପୁସ୍ତକ 26:37 - ପବିତ୍ର ବାଇବଲ37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେହି ଆଚ୍ଛାଦନବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ଵର୍ଣ୍ଣ ମଡ଼ାଇବ, ପୁଣି ସ୍ଵର୍ଣ୍ଣରେ ତହିଁର ଆଙ୍କଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। Viz kapitolaଓଡିଆ ବାଇବେଲ37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ। Viz kapitola |