ଯାତ୍ରା ପୁସ୍ତକ 26:9 - ପବିତ୍ର ବାଇବଲ9 ପାଞ୍ଚ ଖଣ୍ଡ କପଡ଼ା ଏକତ୍ର କରି ଗୋଟିଏ ବିଭାଗ କର। ଏହା ପରେ ଅନ୍ୟ ଛଅ ଖଣ୍ଡ କପଡ଼ା ଯୋଡ଼ି ଆଉ ଏକ ବିଭାଗ କର। ତମ୍ବୁ ସାମନାରେ ଟାଙ୍ଗିବା ପାଇଁ ଷଷ୍ଠ ଖଣ୍ଡ କପଡ଼ାଟିକୁ ଭାଙ୍ଗ କର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ଵୁ ସମ୍ମୁଖରେ ରଖିବ। Viz kapitolaଓଡିଆ ବାଇବେଲ9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ। Viz kapitola |