Online Bible

- Reklamy -




ଯାତ୍ରା ପୁସ୍ତକ 27:11 - ପବିତ୍ର ବାଇବଲ

11 ତମ୍ବୁର ଉତ୍ତର ପାର୍ଶ୍ୱରେ ଶହେ ହାତ ଲମ୍ବ ପରଦା ହେବ ଓ ତାହାର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ଏବଂ ସ୍ତମ୍ଭର ଆଙ୍କଡ଼ା ଛୁଞ୍ଚିଆ ରୂପାର ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।

Viz kapitola kopírovat

ଓଡିଆ ବାଇବେଲ

11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକଶତ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।

Viz kapitola kopírovat




ଯାତ୍ରା ପୁସ୍ତକ 27:11

Následuj nás:

Reklamy


Reklamy