ଯାତ୍ରା ପୁସ୍ତକ 27:12 - ପବିତ୍ର ବାଇବଲ12 “ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଗ୍ଭଶ୍ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ। Viz kapitolaଓଡିଆ ବାଇବେଲ12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ। Viz kapitola |