ଯାତ୍ରା ପୁସ୍ତକ 27:20 - ପବିତ୍ର ବାଇବଲ20 “ବର୍ତ୍ତମାନ ଇସ୍ରାଏଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପେଷା ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ। Viz kapitolaଓଡିଆ ବାଇବେଲ20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ ସନ୍ତାନଗଣଙ୍କୁ ଆଜ୍ଞା ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ। Viz kapitola |