Online Bible

- Reklamy -




ଯାତ୍ରା ପୁସ୍ତକ 27:21 - ପବିତ୍ର ବାଇବଲ

21 ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Viz kapitola kopírovat

ଓଡିଆ ବାଇବେଲ

21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Viz kapitola kopírovat




ଯାତ୍ରା ପୁସ୍ତକ 27:21

Následuj nás:

Reklamy


Reklamy