ଯାତ୍ରା ପୁସ୍ତକ 27:8 - ପବିତ୍ର ବାଇବଲ8 ତୁମ୍ଭେ ଯଜ୍ଞବେଦିକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତରେ ତୁମ୍ଭକୁ ଯେଉଁ ରୂପେ ଦେଖାଇଥିଲି ସେହିପରି ଭାବରେ ବେଦି ନିର୍ମାଣ କରାଯିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହେଲା, ସେରୂପେ ଲୋକମାନେ କରିବେ। Viz kapitolaଓଡିଆ ବାଇବେଲ8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ। Viz kapitola |