ଯାତ୍ରା ପୁସ୍ତକ 28:10 - ପବିତ୍ର ବାଇବଲ10 ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡ଼ିକ ସେମାନଙ୍କର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାଯିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଳିବ। Viz kapitolaଓଡିଆ ବାଇବେଲ10 ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ। Viz kapitola |