ଯାତ୍ରା ପୁସ୍ତକ 28:14 - ପବିତ୍ର ବାଇବଲ14 ଦୁଇ ମୋଡ଼ା ହୋଇଥିବା ସୁବର୍ଣ୍ଣ ଜଞ୍ଜିର କରି ସେହି ଏଫୋଦରେ ଲଗାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଓ ନିର୍ମଳ ସୁବର୍ଣ୍ଣ ଦ୍ଵାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ। Viz kapitolaଓଡିଆ ବାଇବେଲ14 ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ। Viz kapitola |