ଯାତ୍ରା ପୁସ୍ତକ 28:21 - ପବିତ୍ର ବାଇବଲ21 ଏହି ମଣି ଇସ୍ରାଏଲ ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବ। ମୁଦ୍ରା ନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହି ମଣି ଇସ୍ରାଏଲ-ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ଵାଦଶ ହେବ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ଵାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ। Viz kapitolaଓଡିଆ ବାଇବେଲ21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ। Viz kapitola |