ଯାତ୍ରା ପୁସ୍ତକ 28:25 - ପବିତ୍ର ବାଇବଲ25 ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ। Viz kapitolaଓଡିଆ ବାଇବେଲ25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ। Viz kapitola |