ଯାତ୍ରା ପୁସ୍ତକ 28:27 - ପବିତ୍ର ବାଇବଲ27 ଆହୁରି ଦୁଇଟି ସ୍ୱର୍ଣ୍ଣ କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗରେ ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆହୁରି ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ାସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ। Viz kapitolaଓଡିଆ ବାଇବେଲ27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ। Viz kapitola |