Online Bible

- Reklamy -




ଯାତ୍ରା ପୁସ୍ତକ 28:28 - ପବିତ୍ର ବାଇବଲ

28 ବୁକୁପଟା ଯେମନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନ ଯିବ ଏଥିପାଇଁ ସେମାନେ ବୁକୁପଟାରକୁ ନିଜ କଡ଼ାରେ ନୀଳସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ।

Viz kapitola kopírovat

ଓଡିଆ ବାଇବେଲ

28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।

Viz kapitola kopírovat




ଯାତ୍ରା ପୁସ୍ତକ 28:28

Následuj nás:

Reklamy


Reklamy