ଯାତ୍ରା ପୁସ୍ତକ 28:30 - ପବିତ୍ର ବାଇବଲ30 ସେହି ବିଗ୍ଭରାର୍ଥକ ବୁକୁପଟାରେ ତୁମ୍ଭେ ଊରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ। ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ପ୍ରତ୍ୟେକ ଦିନ ଇସ୍ରାଏଲ ସନ୍ତାନଗଣର ବିଗ୍ଭର ଆପଣା ହୃଦୟ ଉପରେ ବହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ। Viz kapitolaଓଡିଆ ବାଇବେଲ30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ। Viz kapitola |