Online Bible

- Reklamy -




ଯାତ୍ରା ପୁସ୍ତକ 28:35 - ପବିତ୍ର ବାଇବଲ

35 ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ। ଯେଉଁଥିରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତେବେଳେ ଘଣ୍ଟି ଶବ୍ଦ ଶୁଣାଯିବ। ଏହି ପ୍ରକାରେ ହାରୋଣ ମରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶଦ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।

Viz kapitola kopírovat




ଯାତ୍ରା ପୁସ୍ତକ 28:35

Následuj nás:

Reklamy


Reklamy