ଯାତ୍ରା ପୁସ୍ତକ 28:36 - ପବିତ୍ର ବାଇବଲ36 “ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୁଦ୍ରା ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହି କଥା ଖୋଳିବ। Viz kapitolaଓଡିଆ ବାଇବେଲ36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ। Viz kapitola |