ଯାତ୍ରା ପୁସ୍ତକ 29:12 - ପବିତ୍ର ବାଇବଲ12 ଏହା ପରେ ସେହି ବାଛୁରିର କିଛି ରକ୍ତ ଯଜ୍ଞବେଦି ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳିରେ ରକ୍ତ ନେଇ ଯଜ୍ଞବେଦିର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ। Viz kapitola |