ଯାତ୍ରା ପୁସ୍ତକ 29:15 - ପବିତ୍ର ବାଇବଲ15 “ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସେମାନେ ତାଙ୍କର ହସ୍ତ ଏକ ଅଣ୍ଡିରା ମେଷର ମସ୍ତକ ଉପରେ ରଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ତୁମ୍ଭେ ପ୍ରଥମ ମେଷ ନେବ; ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ। Viz kapitola |