ଯାତ୍ରା ପୁସ୍ତକ 29:20 - ପବିତ୍ର ବାଇବଲ20 ସେହି ଅଣ୍ଡିରା ମେଷକୁ ହତ୍ୟା କର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସେହି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଲଗାଅ। ସେମାନଙ୍କର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ଯଜ୍ଞବେଦିର ଗ୍ଭହିଆଡ଼େ ରକ୍ତ ଛିଞ୍ଚ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଦେବ, ପୁଣି ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ। Viz kapitolaଓଡିଆ ବାଇବେଲ20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ। Viz kapitola |