ଯାତ୍ରା ପୁସ୍ତକ 29:22 - ପବିତ୍ର ବାଇବଲ22 “ଆହୁରି ତୁମ୍ଭେ ସେହି ଉତ୍ସର୍ଗୀତ ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନିଅ। ଯେହେତୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମେଷ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆହୁରି, ତୁମ୍ଭେ ସେହି ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ସେ ପଦ- ନିଯୋଗାର୍ଥକ ମେଷ। Viz kapitolaଓଡିଆ ବାଇବେଲ22 ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ। Viz kapitola |