ଯାତ୍ରା ପୁସ୍ତକ 29:24 - ପବିତ୍ର ବାଇବଲ24 ଏହିସବୁ ନେଇ ହାରୋଣ ଏବଂ ତା'ର ପୁତ୍ରମାନଙ୍କ ହାତରେ ଦେବ। ତାଙ୍କୁ କୁହ ସେମାନେ ଏହିସବୁ ସଦାପ୍ରଭୁଙ୍କ ସମ୍ମୁଖରେ ହାତରେ ଧରିବେ ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶିଷ୍ଟ ନୈବେଦ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। Viz kapitolaଓଡିଆ ବାଇବେଲ24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। Viz kapitola |