Online Bible

- Reklamy -




ଯାତ୍ରା ପୁସ୍ତକ 29:26 - ପବିତ୍ର ବାଇବଲ

26 “ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମେଷର ଛାତି ନିଅ ଏବଂ ଏହାକୁ ବିଶେଷ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ସମ୍ମୁଖରେ ଧର। ଏହା ତୁମ୍ଭର ଅଂଶ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଅନନ୍ତର ତୁମ୍ଭେ ହାରୋଣର ପଦ-ନିଯୋଗାର୍ଥକ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ତ ତୁମ୍ଭର ଅଂଶ ହେବ।

Viz kapitola kopírovat

ଓଡିଆ ବାଇବେଲ

26 ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।

Viz kapitola kopírovat




ଯାତ୍ରା ପୁସ୍ତକ 29:26

Následuj nás:

Reklamy


Reklamy