ଯାତ୍ରା ପୁସ୍ତକ 29:27 - ପବିତ୍ର ବାଇବଲ27 ଉତ୍ସର୍ଗୀକୃତ ମେଷର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦ-ନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ। Viz kapitolaଓଡିଆ ବାଇବେଲ27 ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ। Viz kapitola |