ଯାତ୍ରା ପୁସ୍ତକ 29:29 - ପବିତ୍ର ବାଇବଲ29 “ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ୱତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ୟୁ ପରେ ଏହି ପୋଷାକ ତାଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ଦ୍ୱାରା ବ୍ୟବହାର ହେବ। ସେ ଏହାକୁ ପିନ୍ଧିବେ ଯେତେବେଳେ ସେ ଅଭିଷିକ୍ତ ଓ ଯାଜକ ପଦରେ ସମ୍ପ୍ରଦାୟଭୁକ୍ତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ-ନିଯୋଗ ସମୟରେ ସେମାନେ ତାହା ପରିଧାନ କରିବେ। Viz kapitolaଓଡିଆ ବାଇବେଲ29 ପୁଣି, ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ହାରୋଣର (ମୃତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ। Viz kapitola |