ଯାତ୍ରା ପୁସ୍ତକ 29:31 - ପବିତ୍ର ବାଇବଲ31 “ଏହା ପରେ ସେହି ପଦନିଯୋଗାର୍ଥକ ଅଣ୍ଡିରା ମେଷର ମାଂସ ନେଇ ଗୋଟିଏ ପବିତ୍ର ସ୍ଥାନରେ ରୋଷେଇ କର। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ତୁମ୍ଭେ ସେହି ପଦ-ନିଯୋଗାର୍ଥକ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ, Viz kapitolaଓଡିଆ ବାଇବେଲ31 ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ, Viz kapitola |