ଯାତ୍ରା ପୁସ୍ତକ 29:32 - ପବିତ୍ର ବାଇବଲ32 ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ-ତମ୍ବୁ ଦ୍ୱାର ଦେଶରେ ଏହାକୁ ଖାଇବେ। ଡାଲାରେ ଥିବା ରୋଟୀକୁ ମଧ୍ୟ ସେମାନେ ଖାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୋଟୀ ଭୋଜନ କରିବେ। Viz kapitolaଓଡିଆ ବାଇବେଲ32 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ। Viz kapitola |