Online Bible

- Reklamy -




ଯାତ୍ରା ପୁସ୍ତକ 29:33 - ପବିତ୍ର ବାଇବଲ

33 ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ୱାରା ପ୍ରାୟଶ୍ଚିତ ହେଲା, ତାହା ସେମାନେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ କାରଣ ତାହା ସବୁ ପବିତ୍ର ବସ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ଵାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ।

Viz kapitola kopírovat

ଓଡିଆ ବାଇବେଲ

33 ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।

Viz kapitola kopírovat




ଯାତ୍ରା ପୁସ୍ତକ 29:33

Následuj nás:

Reklamy


Reklamy