ଯାତ୍ରା ପୁସ୍ତକ 29:35 - ପବିତ୍ର ବାଇବଲ35 “ତୁମ୍ଭେମାନେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦେଇଥିବା ଆଜ୍ଞାନୁସାରେ ନିଶ୍ଚୟ କରିବ। ତାଙ୍କର ପଦନିଯୋଗ ପାଇଁ ନିଶ୍ଚିତ ଭାବରେ ସାତ ଦିନ ପାଇଁ ଲାଗିବ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆମ୍ଭେ ତୁମ୍ଭକୁ ଏହି ଯେସବୁ ଆଜ୍ଞା ଦେଲୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ପଦନିଯୋଗରେ ସାତଦିନ ଲାଗିବ। Viz kapitolaଓଡିଆ ବାଇବେଲ35 ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ। Viz kapitola |