ଯାତ୍ରା ପୁସ୍ତକ 29:36 - ପବିତ୍ର ବାଇବଲ36 ପ୍ରସ୍ତୁତ କରିବା ପାଇଁ ଏବଂ ଯଜ୍ଞବେଦିକୁ ପବିତ୍ର କରିବା ପାଇଁ ତୁମ୍ଭେମାନେ ସାତ ଦିନ ପାଇଁ ପ୍ରତ୍ୟେକ ଦିନ ଏକ ବାଛୁରି ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ମୁକ୍ତପାପ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ। Viz kapitolaଓଡିଆ ବାଇବେଲ36 ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ। Viz kapitola |