ଯାତ୍ରା ପୁସ୍ତକ 29:37 - ପବିତ୍ର ବାଇବଲ37 ସାତ ଦିନ ଯାଏ ଯଜ୍ଞବେଦିକୁ ପ୍ରସ୍ତୁତ କର। ଏହିପରି ଯଜ୍ଞବେଦିଟି ଅତି ପବିତ୍ର ହେବ। ଯାହାକିଛି ଯଜ୍ଞବେଦିକୁ ସ୍ପର୍ଶ କରେ ନିଶ୍ଚୟ ସେସବୁ ପବିତ୍ର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ। Viz kapitolaଓଡିଆ ବାଇବେଲ37 ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ। Viz kapitola |