ଯାତ୍ରା ପୁସ୍ତକ 29:38 - ପବିତ୍ର ବାଇବଲ38 “ପ୍ରତ୍ୟେକ ଦିନ ସେହି ଯଜ୍ଞବେଦି ଉପରେ ତୁମ୍ଭେ ନୈବେଦ୍ୟ ଉତ୍ସର୍ଗ କରିବ। ଏହି ବଳି ପାଇଁ ମେଷଶାବକ ଏକ ବର୍ଷୀୟ ହେବ ଏବଂ ପ୍ରତ୍ୟେକ ଦିନ ଏହା ଦୁଇଟି ବଳି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେହି ବେଦି ଉପରେ ତୁମ୍ଭେ ଏହି ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିତ୍ୟ ନିତ୍ୟ ପ୍ରତିଦିନ ଏକବର୍ଷୀୟ ଦୁଇ ମେଷଶାବକ, Viz kapitolaଓଡିଆ ବାଇବେଲ38 ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ, Viz kapitola |