ଯାତ୍ରା ପୁସ୍ତକ 29:40 - ପବିତ୍ର ବାଇବଲ40 ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର। Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁଣି ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। Viz kapitolaଓଡିଆ ବାଇବେଲ40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। Viz kapitola |